2 ରାଜାବଳୀ 10:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି ଯେହୂ କହିଲେ, “ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ପୁଣି ସେ କହିଲେ, ମୋʼ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍ଯୋଗ ଦେଖ। ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ। Viz kapitolaଓଡିଆ ବାଇବେଲ16 ପୁଣି ଯେହୂ କହିଲେ, “ମୋ’ ସଙ୍ଗେ ଆସ, ସଦାପ୍ରଭୁଙ୍କ ନିମନ୍ତେ ମୋହର ଉଦ୍ଯୋଗ ଦେଖ।” ଏହିରୂପେ ସେମାନେ ତାହାକୁ ତାଙ୍କ ରଥରେ ଚଢ଼ାଇଲେ। Viz kapitolaପବିତ୍ର ବାଇବଲ16 ଯେହୂ କହିଲେ, “ମୋ’ ସହିତ ଆସ, ସଦାପ୍ରଭୁଙ୍କ ପ୍ରତି ମୋର କିପରି ଦୃଢ଼ ଆସ୍ଥା ତାହା ଦେଖି ପାରିବ।” ତେଣୁ ସେ ଯେହୂଙ୍କର ରଥରେ ଆରୋହଣ କଲେ। Viz kapitola |