2 ରାଜାବଳୀ 10:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥିତ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ। Viz kapitolaଓଡିଆ ବାଇବେଲ17 ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ17 ଯେହୂ ଶମରିୟାକୁ ଆସି ଆହାବଙ୍କ ଅବଶିଷ୍ଟ ବଂଶଧରଙ୍କୁ ବଧ କଲେ। ସଦାପ୍ରଭୁ ଏଲିୟଙ୍କୁ କହିବାନୁସାରେ ଯେହୂ ସେ ସମସ୍ତଙ୍କୁ ହତ୍ୟା କଲେ। Viz kapitola |