2 ରାଜାବଳୀ 10:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍ର ମନ୍ଦିରକୁ ଆସନ୍ତେ, ବାଲ୍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍ର ମନ୍ଦିରକୁ ଆସନ୍ତେ, ବାଲ୍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା। Viz kapitolaଓଡିଆ ବାଇବେଲ21 ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍ର ମନ୍ଦିରକୁ ଆସନ୍ତେ, ବାଲ୍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା। Viz kapitolaପବିତ୍ର ବାଇବଲ21 ତା'ପରେ ଯେହୂ ଇସ୍ରାଏଲର ସମଗ୍ର ଅଞ୍ଚଳକୁ ବାର୍ତ୍ତା ପଠାଇଲେ। ବାଲ୍ର ସମସ୍ତ ପୂଜକ ଓ ଯାଜକ ଆସିଲେ ଓ କେହି ଜଣେ ହେଲେ ଅନୁପସ୍ଥିତ ରହିଲେ ନାହିଁ। ସମସ୍ତ ବାଲ୍ର ପୂଜକ ବାଲ୍ ମନ୍ଦିରରେ ପହଞ୍ଚିଲେ ଓ ମନ୍ଦିରଟି ଲୋକରେ ପରିପୂର୍ଣ୍ଣ ହେଲା। Viz kapitola |