2 ରାଜାବଳୀ 10:29 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତଥାପି ବେଥେଲ୍ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ତଥାପି ବୈଥେଲ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ଵାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ। Viz kapitolaଓଡିଆ ବାଇବେଲ29 ତଥାପି ବେଥେଲ୍ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ। Viz kapitolaପବିତ୍ର ବାଇବଲ29 ନବାଟଙ୍କ ପୁତ୍ର ଯାରବିୟାମଙ୍କର ପାପକୁ ଯେହୂ ସମ୍ପୂର୍ଣ୍ଣ ରୂପେ ପରିତ୍ୟାଗ କଲେ ନାହିଁ, ଯିଏ ଇସ୍ରାଏଲର ପାପ କରିବାର କାରଣ ହୋଇଥିଲା। ଯେହୂ ମଧ୍ୟ ବୈଥେଲ୍ ଓ ଦାନ୍ରେ ଥିବା ସୂବର୍ଣ୍ଣ ବାଛୁରି ଧ୍ୱଂସ କରି ପାରିଲେ ନାହିଁ। Viz kapitola |