Online Bible

- Reklamy -




2 ରାଜାବଳୀ 10:33 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଯର୍ଦ୍ଦନଠାରୁ ପୂର୍ବ ଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ-ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍‍ ଓ ରୁବେନ୍‍ ଓ ମନଃଶି-ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍‍, ଗିଲୀୟଦ ଓ ବାଶନକୁ ଆଘାତ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଯର୍ଦ୍ଦନଠାରୁ ପୂର୍ବଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍ ଓ ରୁବେନ୍ ଓ ମନଃଶି ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍, ଗିଲୀୟଦ ଓ ବାଶନକୁ ଆଘାତ କଲା।

Viz kapitola kopírovat

ଓଡିଆ ବାଇବେଲ

33 ଯର୍ଦ୍ଦନଠାରୁ ପୂର୍ବଦିଗରେ ସମସ୍ତ ଗିଲୀୟଦ ଦେଶ, ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍‍ ଓ ରୁବେନ୍‍ ଓ ମନଃଶି ବଂଶୀୟ ଲୋକମାନଙ୍କ ଦେଶ, ଅର୍ଥାତ୍‍, ଗିଲୀୟଦ ଓ ବାଶନକୁ ଆଘାତ କଲା।

Viz kapitola kopírovat

ପବିତ୍ର ବାଇବଲ

33 ହସାୟେଲ ଯର୍ଦ୍ଦନର ପୂର୍ବ ଦିଗରୁ ସମସ୍ତ ଗିଲିୟଦ ଦେଶ ଅର୍ଣ୍ଣୋନ ଉପତ୍ୟକା ନିକଟସ୍ଥ ଅରୋୟେରଠାରୁ ଗାଦ୍, ରୁବେନ୍ ଓ ମନଃଶି ପରିବାରବର୍ଗର ଲୋକମାନଙ୍କ ଦେଶ ଜୟ କଲେ। ସେ ବାଶନ ଓ ଗିଲିୟଦର ଅର୍ଣ୍ଣୋନ ଉପତ୍ୟକା ଦ୍ୱାରା ଅରୋୟେରଠାରୁ ସମସ୍ତ ଦେଶ ଜୟଲାଭ କଲା।

Viz kapitola kopírovat




2 ରାଜାବଳୀ 10:33

Následuj nás:

Reklamy


Reklamy