Online Bible

- Reklamy -




2 ରାଜାବଳୀ 10:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଛିଡ଼ା ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଛିଡ଼ା ହେବା?

Viz kapitola kopírovat

ଓଡିଆ ବାଇବେଲ

4 ମାତ୍ର ସେମାନେ ଅତିଶୟ ଭୀତ ହୋଇ କହିଲେ, “ଦେଖ, ସେ ଦୁଇ ରାଜା ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ; ତେବେ ଆମ୍ଭେମାନେ କିପରି ଠିଆ ହେବା ?”

Viz kapitola kopírovat

ପବିତ୍ର ବାଇବଲ

4 ମାତ୍ର ଯିଷ୍ରିୟେଲର ଅଧ୍ୟକ୍ଷ ଓ ପ୍ରାଚୀନବର୍ଗଗଣ ଭୟଭୀତ ହୋଇ ପଡ଼ିଲେ। ସେମାନେ କହିଲେ, “ଯେତେବେଳେ ସେ ଦୁଇ ରାଜା ଯେହୂଙ୍କୁ ବନ୍ଦ କରି ପାରିଲେ ନାହିଁ। ଆମ୍ଭେ କିପରି ତାଙ୍କୁ ବନ୍ଦ କରିବା?”

Viz kapitola kopírovat




2 ରାଜାବଳୀ 10:4

Následuj nás:

Reklamy


Reklamy