2 ରାଜାବଳୀ 10:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଡାଲାରେ ରଖି ଯିଷ୍ରିୟେଲକୁ ତାଙ୍କ କତିକି ପଠାଇଲେ। Viz kapitolaଓଡିଆ ବାଇବେଲ7 ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ। Viz kapitolaପବିତ୍ର ବାଇବଲ7 ଯେତେବେଳେ ନେତୃବର୍ଗ ଏବଂ ପ୍ରାଚୀନବର୍ଗମାନେ ଏହି ଚିଠି ପାଇଲେ, ସେମାନେ ସେହି ସତୁରି ରାଜାଙ୍କର ପୁତ୍ରମାନଙ୍କୁ ନେଇ ବଧ କଲେ, ସେମାନେ ସେହି କଟାମୁଣ୍ତକୁ ଡାଲାରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ। Viz kapitola |