2 ରାଜାବଳୀ 11:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍-ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା। Viz kapitolaଓଡିଆ ବାଇବେଲ18 ଏଥିଉତ୍ତାରେ ଦେଶର ସମଗ୍ର ଲୋକ ବାଲ୍ ମନ୍ଦିରକୁ ଯାଇ ତାହା ଭାଙ୍ଗି ପକାଇଲେ; ସେମାନେ ତାହାର ଯଜ୍ଞବେଦି ଓ ତାହାର ପ୍ରତିମାସବୁ ସମ୍ପୂର୍ଣ୍ଣ ରୂପେ ଚୂର୍ଣ୍ଣ କଲେ ଓ ଯଜ୍ଞବେଦିମାନର ସମ୍ମୁଖରେ ବାଲ୍ର ଯାଜକ ମତ୍ତନକୁ ବଧ କଲେ। ପୁଣି ଯାଜକ ସଦାପ୍ରଭୁଙ୍କ ଗୃହରେ କର୍ମଚାରୀମାନଙ୍କୁ ନିଯୁକ୍ତ କଲା। Viz kapitolaପବିତ୍ର ବାଇବଲ18 ଏଥି ଉତ୍ତାରେ ସମସ୍ତ ଲୋକ ବାଲ୍ ମନ୍ଦିରକୁ ଗଲେ ଓ ସେଠାରେ ମନ୍ଦିରର ଯଜ୍ଞବେଦିଗୁଡ଼ିକ ଓ ବାଲ୍ର ପ୍ରତିମାଗୁଡ଼ିକୁ ଭାଙ୍ଗି ଚୂର୍ଣ୍ଣ କରିଦେଲେ। ସେମାନେ ମଧ୍ୟ ବାଲ୍ର ଯାଜକ ମତ୍ତନକୁ ଯଜ୍ଞବେଦି ସମ୍ମୁଖରେ ବଧ କଲେ। ତା'ପରେ ଯାଜକ ଯିହୋୟାଦା ସଦାପ୍ରଭୁଙ୍କ ମନ୍ଦିର ମରାମତି କାର୍ଯ୍ୟ ତଦାରଖ କରିବା ପାଇଁ ଲୋକମାନଙ୍କୁ ନିଯୁକ୍ତ କଲେ। Viz kapitola |