2 ରାଜାବଳୀ 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମାତ୍ର ଯୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକୁ ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ମାତ୍ର ଯୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶକୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକି ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ। Viz kapitolaଓଡିଆ ବାଇବେଲ2 ମାତ୍ର ଯୋରାମ୍ ରାଜାଙ୍କର କନ୍ୟା, ଅହସୀୟଙ୍କର ଭଗିନୀ ଯିହୋଶେବା ଅହସୀୟଙ୍କର ପୁତ୍ର ଯୋୟାଶ୍କୁ ନେଇଗଲା ଓ ଯେଉଁ ରାଜପୁତ୍ରମାନେ ହତ ହେଲେ, ସେମାନଙ୍କ ମଧ୍ୟରୁ ତାହାକୁ ଚୋରାଇ ନେଇ ତାହାକୁ ଓ ତାହାର ଧାତ୍ରୀକି ଶୟନାଗାରରେ ରଖିଲା; ଆଉ ସେମାନେ ତାହାକୁ ଅଥଲୀୟାଠାରୁ ଲୁଚାଇ ରଖିବାରୁ ସେ ହତ ହେଲା ନାହିଁ। Viz kapitolaପବିତ୍ର ବାଇବଲ2 ମାତ୍ର ଯୋରାମଙ୍କ ରାଜକନ୍ୟା, ଅହସିୟଙ୍କର ଭଗିନୀ ଯିହୋଶେବା ଯେତେବେଳେ ଦେଖିଲେ ରାଜପୁତ୍ରମାନେ ନିହତ ହେଲେ, ସେ ପୁତ୍ରମାନଙ୍କ ମଧ୍ୟରୁ ଯୋୟାଶକୁ ନେଇଗଲେ। ସେ ଶିଶୁ ଯୋୟାଶ ଓ ତାହାର ଧାତ୍ରୀକୁ ନେଇ ଶୟନାଗାରରେ ଲୁଗ୍ଭଇ ରଖିଲା। ତାକୁ ଲୁଗ୍ଭଇ ରଖିବାରୁ ସେ ଅଥଲିୟାଠାରୁ ହତ ହେଲା ନାହିଁ। Viz kapitola |