Online Bible

- Reklamy -

2 ରାଜାବଳୀ 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଯିହୋୟାଦା ଯାଜକ ଯାହାସବୁ ଆଜ୍ଞା କଲା, ତଦନୁସାରେ ଶତପତିମାନେ କଲେ; ପୁଣି ସେମାନେ ପ୍ରତ୍ୟେକେ ବିଶ୍ରାମବାରରେ ଅନ୍ତର୍ଗାମୀ ଓ ବିଶ୍ରାମବାରରେ ବହିର୍ଗାମୀ ଆପଣା ଆପଣା ଲୋକମାନଙ୍କୁ ନେଇ ଯିହୋୟାଦା ଯାଜକ ନିକଟକୁ ଆସିଲେ।

Viz kapitola kopírovat

ଓଡିଆ ବାଇବେଲ

ପବିତ୍ର ବାଇବଲ

9 ଯିହୋୟାଦା ଯାଜକ ଯାହାସବୁ ଆଦେଶ କଲେ, ଅଧ୍ୟକ୍ଷମାନେ ତଦନୁସାରେ ପାଳନ କଲେ। ସେମାନଙ୍କ ମଧ୍ୟରୁ ପ୍ରତ୍ୟେକ ତାଙ୍କର ପୁରୁଷମାନଙ୍କୁ ଆଣିଲେ, ଉଭୟ ଯେଉଁମାନେ ବିଶ୍ରାମ ଦିନରେ କାର୍ଯ୍ୟକୁ ଯାଉଥିଲେ ଓ ଯେଉଁମାନେ କାର୍ଯ୍ୟକୁ ଯାଉ ନ ଥିଲେ, ଏହି ଲୋକମାନେ ଯିହୋୟାଦା ଯାଜକ ନିକଟକୁ ଗଲେ।

Viz kapitola kopírovat

2 ରାଜାବଳୀ 11:9

Následuj nás:

Reklamy

Reklamy