2 ରାଜାବଳୀ 12:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍ ରାଜତ୍ୱ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍ଶେବା ନିବାସିନୀ ଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଯେହୂଙ୍କର ଅଧିକାରର ସପ୍ତମ ବର୍ଷରେ ଯୋୟାଶ୍ ରାଜ୍ୟ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କରଣମାତାର ନାମ ସିବୀୟା, ସେ ବେର୍ଶେବା-ନିବାସିନୀ ଥିଲେ। Viz kapitolaଓଡିଆ ବାଇବେଲ1 ଯେହୂଙ୍କ ରାଜତ୍ଵର ସପ୍ତମ ବର୍ଷରେ ଯୋୟାଶ୍ ରାଜତ୍ଵ କରିବାକୁ ଆରମ୍ଭ କରି ଯିରୂଶାଲମରେ ଚାଳିଶ ବର୍ଷ ରାଜ୍ୟ କଲେ; ତାଙ୍କର ମାତାର ନାମ ସିବୀୟା, ସେ ବେର୍ଶେବା ନିବାସିନୀ ଥିଲେ। Viz kapitolaପବିତ୍ର ବାଇବଲ1 ଇସ୍ରାଏଲରେ ଯେହୂଙ୍କ ରାଜତ୍ୱର ସପ୍ତମ ବର୍ଷରେ ଯୋୟାଶଙ୍କ ଶାସନ ଆରମ୍ଭ ହେଲା। ସେ ଯିରୁଶାଲମରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତା ବେର୍ଶେବା ନିବାସିନୀ ସିବିୟା ନାମରେ ଖ୍ୟାତ ଥିଲେ। Viz kapitola |