2 ରାଜାବଳୀ 12:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ। Viz kapitolaଓଡିଆ ବାଇବେଲ10 ଏଥିଉତ୍ତାରେ ସେମାନେ ସିନ୍ଦୁକରେ ବହୁତ ମୁଦ୍ରା ଥିବାର ଦେଖନ୍ତେ, ରାଜାଙ୍କର ଲେଖକ ଓ ମହାଯାଜକ ଆସି ସଦାପ୍ରଭୁଙ୍କ ଗୃହରେ ପ୍ରାପ୍ତ ସେହି ସକଳ ମୁଦ୍ରା ଥଳୀରେ ରଖି ଗଣନା କଲେ। Viz kapitolaପବିତ୍ର ବାଇବଲ10 ତା'ପରେ ଲୋକମାନେ ସେହି ସିନ୍ଦୁକରେ ଟଙ୍କା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପକାଇଲେ। ଯେତେବେଳେ ରାଜାଙ୍କ ସଚୀବ ଓ ମହାଯାଜକ ଦେଖିଲେ ସିନ୍ଦୁକରେ ପ୍ରଚୁର ଟଙ୍କା ହୋଇଗଲା, ସେମାନେ ଆସି ତାକୁ ନେଇଗଲେ ଓ ଥଳିରେ ରଖି ଗଣିଲେ। Viz kapitola |