Online Bible

- Reklamy -




2 ରାଜାବଳୀ 12:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଶିମୀୟତର ପୁତ୍ର ଯୋଷାଖର୍‍ ଓ ଶୋମରର ପୁତ୍ର ଯିହୋଷାବଦ୍‍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ-ନଗରରେ ଯୋୟାଶ୍‍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 ଶିମୀୟତର ପୁତ୍ର ଯୋଷାଖର୍ ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦନଗରରେ ତାଙ୍କର ପିତୃଲୋକଙ୍କ ସହିତ ତାଙ୍କୁ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍ସୀୟ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

21 ଶିମୀୟତର ପୁତ୍ର ଯୋଷାଖର୍‍ ଓ ଶୋମରର ପୁତ୍ର ଯିହୋଷାବଦ୍‍ ନାମକ ତାଙ୍କର ଏହି ଦାସମାନେ ତାଙ୍କୁ ଆଘାତ କରନ୍ତେ, ସେ ମଲେ; ତହିଁରେ ସେମାନେ ଦାଉଦ ନଗରରେ ଯୋୟାଶ୍‍ଙ୍କୁ ତାଙ୍କର ପିତୃଲୋକଙ୍କ ସହିତ କବର ଦେଲେ; ପୁଣି ତାଙ୍କ ପୁତ୍ର ଅମତ୍‍ସୀୟ ତାଙ୍କ ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

21 ଶିମିୟତର ପୁତ୍ର ଯୋଷା‌ଖ୍‌ର ଓ ଶୋମରର ପୁତ୍ର ଯିହୋଷାବଦ୍ ନାମକ ଯୋୟାଶଙ୍କର ଦୁଇଟି ଦାସ ତାଙ୍କୁ ବଧ କଲେ। ତା'ପରେ ସେମାନେ ଦାଉଦ ନଗରରେ ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ତାଙ୍କୁ କବର ଦେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ଅମ‌ତ୍‌ସିୟ ରାଜ୍ୟ କଲେ।

Viz kapitola kopírovat




2 ରାଜାବଳୀ 12:21

Následuj nás:

Reklamy


Reklamy