2 ରାଜାବଳୀ 12:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଥିଉତ୍ତାରେ ଯୋୟାଶ୍ ଯାଜକମାନଙ୍କୁ କହିଲେ, “ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ, Viz kapitolaପବିତ୍ର ବାଇବଲ (Re-edited) - (BSI)4 ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ, Viz kapitolaଓଡିଆ ବାଇବେଲ4 ଏଥିଉତ୍ତାରେ ଯୋୟାଶ୍ ଯାଜକମାନଙ୍କୁ କହିଲେ, “ପବିତ୍ରୀକୃତ ବସ୍ତୁର ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଅଣାଯାଏ, ଅର୍ଥାତ୍, ପ୍ରଚଳିତ ମୁଦ୍ରା, ପ୍ରାଣୀମାନଙ୍କ ନିମନ୍ତେ ପ୍ରତ୍ୟେକ ଲୋକ ଉପରେ ନିରୂପିତ ମୁଦ୍ରା ଓ ଯେସକଳ ମୁଦ୍ରା ସଦାପ୍ରଭୁଙ୍କ ଗୃହକୁ ଆଣିବା ପାଇଁ କୌଣସି ମନୁଷ୍ୟର ମନରେ ବାଞ୍ଛା ହୁଏ, Viz kapitolaପବିତ୍ର ବାଇବଲ4-5 ଅନନ୍ତର ଯୋୟାଶ୍ ଯାଜକମାନଙ୍କୁ କହିଲେ, “ସଦାପ୍ରଭୁଙ୍କ ମନ୍ଦିରରେ ଅଧିକ ଟଙ୍କା ରହିଛି, ଯାହାକୁ ଲୋକମାନେ ଆଣିଲେ। ସେମାନେ ଜନ ଗଣନା ସମୟରେ କର ଦେଲେ। ସେମାନେ ସେମାନଙ୍କର ଅନୁସାରେ ମୁଦ୍ରା ଦେଲେ। ଲୋକମାନଙ୍କଠାରୁ ପ୍ରତ୍ୟେକ ନିରୂପିତ ମୁଦ୍ରା ପ୍ରାପ୍ତ କରି, ଯିଏ ସେବା କରିଛି। ମନ୍ଦିରର ଭଗ୍ନସ୍ଥଳର ମରାମତିରେ ଯାଜକମାନେ ମୁଦ୍ରା ବ୍ୟବହାର କରନ୍ତୁ।” Viz kapitola |