2 ରାଜାବଳୀ 12:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ-ସ୍ଥାନର ଦକ୍ଷିଣ ପାର୍ଶ୍ଵରେ ରଖିଲା; ପୁଣି ଦ୍ଵାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ। Viz kapitolaଓଡିଆ ବାଇବେଲ9 ମାତ୍ର ଯିହୋୟାଦା ଯାଜକ ଏକ ସିନ୍ଦୁକ ନେଇ ତହିଁର ଢାଙ୍କୁଣୀରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ଗୃହରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା; ପୁଣି ଦ୍ୱାରରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ଗୃହକୁ ଆନୀତ ମୁଦ୍ରାସବୁ ତହିଁ ଭିତରେ ରଖିଲେ। Viz kapitolaପବିତ୍ର ବାଇବଲ9 ତେଣୁ ଯାଜକ ଯିହୋୟାଦା ଗୋଟିଏ ସିନ୍ଦୁକ ନେଇ ତା'ର ଢାଙ୍କୁଣିରେ ଏକ ଛିଦ୍ର କରି ଯଜ୍ଞବେଦି ନିକଟରେ ସଦାପ୍ରଭୁଙ୍କ ମନ୍ଦିରରେ ପ୍ରବେଶ ସ୍ଥାନର ଦକ୍ଷିଣ ପାର୍ଶ୍ୱରେ ରଖିଲା। ପୁଣି ଦ୍ୱାର ରକ୍ଷକ ଯାଜକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଆନୀତ ଟଙ୍କାସବୁ ଲୋକମାନଙ୍କ ଦ୍ୱାରା ଆଣିଲେ, ସେହି ଦ୍ୱାର ନିକଟରେ ରଖିଲେ। Viz kapitola |