Online Bible

- Reklamy -




2 ରାଜାବଳୀ 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍‍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କʼଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଏହି ଯୋୟାଶ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କʼଣ ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

Viz kapitola kopírovat

ଓଡିଆ ବାଇବେଲ

12 ଏହି ଯୋୟାଶ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାର ରାଜା ଅମତ୍‍ସୀୟ ସଙ୍ଗେ ଯୁଦ୍ଧ କଲେ, ତାହାସବୁ କ’ଣ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ?

Viz kapitola kopírovat

ପବିତ୍ର ବାଇବଲ

12 ଯୋୟାଶଙ୍କ ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିୟା ଓ ଯେଉଁ ପରାକ୍ରମରେ ସେ ଯିହୁଦାରେ ରାଜା ଅମ‌ତ୍‌ସିୟ ସଙ୍ଗେ ଯୁଦ୍ଧ କରିଥିଲେ ତାହା ସବୁ ଇସ୍ରାଏଲ ରାଜବଂଶ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି।

Viz kapitola kopírovat




2 ରାଜାବଳୀ 13:12

Následuj nás:

Reklamy


Reklamy