Online Bible

- Reklamy -




2 ରାଜାବଳୀ 13:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ଅନନ୍ତର ଇଲୀଶାୟ ମରନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।

Viz kapitola kopírovat

ଓଡିଆ ବାଇବେଲ

20 ଏଥିଉତ୍ତାରେ ଇଲୀଶାୟଙ୍କ ମୃତ୍ୟୁୁ ହୁଅନ୍ତେ, ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ବର୍ଷର ଆରମ୍ଭରେ ଦେଶ ଆକ୍ରମଣ କଲେ।

Viz kapitola kopírovat

ପବିତ୍ର ବାଇବଲ

20 ଇଲୀଶାୟଙ୍କ ମୃତ୍ୟୁପରେ ଲୋକମାନେ ତାଙ୍କୁ କବର ଦେଲେ। ସେତେବେଳେ ମୋୟାବୀୟ ଲୁଟକାରୀ ଦଳ ଲୁଣ୍ଠନ କରିବାକୁ ଦେଶ ଆକ୍ରମଣ କଲେ।

Viz kapitola kopírovat




2 ରାଜାବଳୀ 13:20

Následuj nás:

Reklamy


Reklamy