2 ରାଜାବଳୀ 13:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି ଯୋୟାଶ୍ଙ୍କର ପିତା ଯିହୋୟାହାସ୍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ହସାୟେଲର ପୁତ୍ର ବିନ୍ହଦଦ୍ଠାରୁ ପୁନର୍ବାର ନେଲେ। ଯୋୟାଶ୍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ପୁଣି ଯୋୟାଶ୍ଙ୍କର ପିତା ଯିହୋୟାହାସ୍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ହସାୟେଲର ପୁତ୍ର ବିନହଦଦ୍ଠାରୁ ପୁନର୍ବାର ନେଲେ। ଯୋୟାଶ୍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ। Viz kapitolaଓଡିଆ ବାଇବେଲ25 ପୁଣି ଯୋୟାଶ୍ଙ୍କର ପିତା ଯିହୋୟାହାସ୍ଙ୍କଠାରୁ ହସାୟେଲ ଯେ ଯେ ନଗର ଯୁଦ୍ଧରେ ନେଇଥିଲା, ସେହି ସକଳ ନଗର ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ ହସାୟେଲର ପୁତ୍ର ବିନ୍ହଦଦ୍ଠାରୁ ପୁନର୍ବାର ନେଲେ। ଯୋୟାଶ୍ ତାହାକୁ ତିନି ଥର ଆଘାତ କରି ଇସ୍ରାଏଲର ସେହି ସକଳ ନଗର ପୁନର୍ବାର ନେଲେ। Viz kapitolaପବିତ୍ର ବାଇବଲ25 ତାଙ୍କର ମୃତ୍ୟୁ ପୂର୍ବରୁ ଯୋୟାଶଙ୍କର ପିତା ଯିହୋୟାହସଙ୍କଠାରୁ ନଗରଗୁଡ଼ିକୁ ହସାୟେଲ ଅଧିକାର କରି ନେଲେ। ଯିହୋୟାହସଙ୍କ ପୁତ୍ର ଯୋୟାଶ ହସାୟେଲ୍ର ପୁତ୍ର ବିନ୍ହଦଦଙ୍କଠାରୁ ସେହି ନଗରଗୁଡ଼ିକ ପୁନର୍ବାର ନେଲେ। ଯୋୟାଶ୍ ବିନ୍ହଦଦଙ୍କୁ ତିନିଥର ପରାସ୍ତ କରି ଇସ୍ରାଏଲର ନଗରଗୁଡ଼ିକୁ ନେଇଥିଲେ। Viz kapitola |