2 ରାଜାବଳୀ 14:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜତ୍ୱ କରିବାକୁ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜ୍ୟ କରିବାକୁ ଆରମ୍ଭ କଲେ। Viz kapitolaଓଡିଆ ବାଇବେଲ1 ଇସ୍ରାଏଲର ରାଜା ଯିହୋୟାହସ୍ଙ୍କ ପୁତ୍ର ଯୋୟାଶ୍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶ୍ଙ୍କ ପୁତ୍ର ଅମତ୍ସୀୟ ରାଜତ୍ଵ କରିବାକୁ ଆରମ୍ଭ କଲେ। Viz kapitolaପବିତ୍ର ବାଇବଲ1 ଇସ୍ରାଏଲର ରାଜା ଯିହୋୟାହସଙ୍କ ପୁତ୍ର ଯୋୟାଶଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ଅମତ୍ସିୟ ରାଜ୍ୟ କରିବାକୁ ଆରମ୍ଭ କଲେ। Viz kapitola |