2 ରାଜାବଳୀ 14:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ?” Viz kapitolaପବିତ୍ର ବାଇବଲ (Re-edited) - (BSI)10 ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ ପ୍ରମାଣ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ? Viz kapitolaଓଡିଆ ବାଇବେଲ10 ପ୍ରକୃତରେ ତୁମ୍ଭେ ଇଦୋମକୁ ପରାସ୍ତ କରିଅଛ, ଆଉ ତୁମ୍ଭ ମନ ଗର୍ବିତ ହୋଇଅଛି; ସେହି ଗୌରବ ନେଇ ଘରେ ଥାଅ; ଆପଣାର ଅମଙ୍ଗଳ ପାଇଁ କାହିଁକି ବିରୋଧ କରିବ ? ପୁଣି ତୁମ୍ଭେ ଓ ତୁମ୍ଭ ସଙ୍ଗେ ଯିହୁଦା, ଦୁହେଁ କାହିଁକି ପତିତ ହେବ ?” Viz kapitolaପବିତ୍ର ବାଇବଲ10 ଏହା ସତ୍ୟ ତୁମ୍ଭେ ଇଦୋମ ଅଧିକାର କରିଛ। ସେଥିପାଇଁ ତୁମ୍ଭେ ଗର୍ବିତ କାରଣ ତୁମ୍ଭେ ଇଦୋମ ଜୟ କରିଛ। ସେହି ଗୌରବ ନେଇ ସନ୍ତୁଷ୍ଟ ହୋଇ ରୁହ। ଆଉ ନିଜ ଉପରେ କ୍ଳେଶ ଆଣ ନାହିଁ। ଯଦି ତୁମ୍ଭେ ଏହା କର, ତୁମ୍ଭେ ଯିହୁଦା ସହିତ ପତନ ହେବ।” Viz kapitola |