2 ରାଜାବଳୀ 14:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବୈଥ୍ଶେମଶ୍ରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର-ଦ୍ଵାରଠାରୁ କୋଣର ଦ୍ଵାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ। Viz kapitolaଓଡିଆ ବାଇବେଲ13 ତହିଁରେ ଇସ୍ରାଏଲର ରାଜା ଯୋୟାଶ୍ ବେଥ୍-ଶେମଶରେ ଅହସୀୟଙ୍କର ପୌତ୍ର ଯୋୟାଶ୍ଙ୍କର ପୁତ୍ର ଯିହୁଦାର ରାଜା ଅମତ୍ସୀୟଙ୍କୁ ଧରି ଯିରୂଶାଲମକୁ ଆସିଲେ ଓ ଇଫ୍ରୟିମ ନଗର ଦ୍ୱାର ଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ଯିରୂଶାଲମର ଚାରି ଶହ ହାତ ପ୍ରାଚୀର ଭାଙ୍ଗି ପକାଇଲେ। Viz kapitolaପବିତ୍ର ବାଇବଲ13 ଇସ୍ରାଏଲ ରାଜା ଯୋୟାଶର ପୁତ୍ର ଯିହୁଦାର ରାଜା ଓ ଅହସିୟଙ୍କର ପୌତ୍ର ବୈଥ୍ଶେମଶକୁ ଅଧିକାର କଲେ। ପ୍ରାୟ 600 ଫୁଟ୍ ଇଫ୍ରୟିମର ଦ୍ୱାରଠାରୁ କୋଣର ଦ୍ୱାର ପର୍ଯ୍ୟନ୍ତ ନଗର ପାଚେରୀ ଯୋୟାଶୟ ଭାଙ୍ଗି ଦେଇଥିଲେ। Viz kapitola |