Online Bible

- Reklamy -




2 ରାଜାବଳୀ 14:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଇସ୍ରାଏଲର ରାଜା ଯିହୋୟାହସ୍ଙ୍କର ପୁତ୍ର ଯୋୟାଶ୍ଙ୍କର ମୃତ୍ୟୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍ଙ୍କର ପୁତ୍ର ଅମତ୍ସୀୟ ପନ୍ଦର ବର୍ଷ ବଞ୍ଚିଲେ।

Viz kapitola kopírovat

ଓଡିଆ ବାଇବେଲ

17 ପୁଣି ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କ ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।

Viz kapitola kopírovat

ପବିତ୍ର ବାଇବଲ

17 ଇସ୍ରାଏଲ ରାଜା ଯିହୋୟାହସଙ୍କର ପୁତ୍ର ଯୋୟାଶଙ୍କର ମୃତ୍ୟୁ ପରେ ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ଅମ‌ତ୍‌ସିୟ ପନ୍ଦର ବର୍ଷ ବଞ୍ଚିଲେ।

Viz kapitola kopírovat




2 ରାଜାବଳୀ 14:17

Následuj nás:

Reklamy


Reklamy