2 ରାଜାବଳୀ 14:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରା; କଲେ; ତହିଁରେ ସେ ଲାଖୀଶ୍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ। Viz kapitolaଓଡିଆ ବାଇବେଲ19 ଏଥିଉତ୍ତାରେ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ, ତହିଁରେ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ତାଙ୍କ ପଛେ ପଛେ ଲାଖୀଶ୍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ। Viz kapitolaପବିତ୍ର ବାଇବଲ19 ଅନନ୍ତର ଯିରୁଶାଲମରେ ଲୋକମାନେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ। ତେଣୁ ସେ ଲାଖୀଶ୍କୁ ପଳାଇଲେ। ମାତ୍ର ସେମାନେ ଲାଖୀଶ୍କୁ ଲୋକ ପଠାଇ ତାଙ୍କୁ ବଧ କଲେ। Viz kapitola |