2 ରାଜାବଳୀ 14:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ମାତ୍ର ସଦାପ୍ରଭୁ ଆକାଶମଣ୍ତଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ଙ୍କ ହସ୍ତ ଦ୍ଵାରା ସେମାନଙ୍କୁ ଉଦ୍ଧାର କଲେ। Viz kapitolaଓଡିଆ ବାଇବେଲ27 ମାତ୍ର ସଦାପ୍ରଭୁ ଆକାଶମଣ୍ଡଳ ତଳୁ ଇସ୍ରାଏଲର ନାମ ଲୋପ କରିବାକୁ କହିଲେ ନାହିଁ; ଏଣୁ ସେ ଯୋୟାଶ୍ଙ୍କର ପୁତ୍ର ଯାରବୀୟାମ୍ଙ୍କ ହସ୍ତ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ। Viz kapitolaପବିତ୍ର ବାଇବଲ27 ମାତ୍ର ସଦାପ୍ରଭୁ କହିଲେ ନାହିଁ ଯେ, ସେ ପୃଥିବୀରୁ ଇସ୍ରାଏଲର ନାମ ନିଶ୍ଚିହ୍ନ କରିବେ। ତେଣୁ ସେ ଯୋୟାଶଙ୍କ ପୁତ୍ର ଯାରବିୟାମଙ୍କ ଦ୍ୱାରା ସେମାନଙ୍କୁ ଉଦ୍ଧାର କଲେ। Viz kapitola |