2 ରାଜାବଳୀ 14:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏହି ଯାରବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏହି ଯାରବୀୟାମ୍ଙ୍କର ଅବଶିଷ୍ଟ ବୃତ୍ତା; ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ୍ ପୁନର୍ବାର ହସ୍ତଗତ କଲେ, ଏସବୁ କʼଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitolaଓଡିଆ ବାଇବେଲ28 ଏହି ଯାରବୀୟାମ୍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା ଓ ତାଙ୍କର ପରାକ୍ରମ, ସେ କିପ୍ରକାରେ ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପ୍ରକାରେ ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ହସ୍ତଗତ କଲେ, ଏସବୁ କ’ଣ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? Viz kapitolaପବିତ୍ର ବାଇବଲ28 ଯାରବିୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ, ତାଙ୍କର ସମସ୍ତ କ୍ରିୟା, ସମସ୍ତ ପରାକ୍ରମ, ସେ କି ପ୍ରକାର ଯୁଦ୍ଧ କଲେ ଓ ଇସ୍ରାଏଲ ପାଇଁ ସେ କିପରି ଯିହୁଦାର ପୂର୍ବାଧିକୃତ ଦମ୍ମେଶକ ଓ ହମାତ ପୁନର୍ବାର ଅଧିକାର କଲେ, ସେ ସବୁ ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲିଖିତ ହୋଇଅଛି। Viz kapitola |