2 ରାଜାବଳୀ 14:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି ଅମତ୍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି ଅମତ୍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ। Viz kapitolaଓଡିଆ ବାଇବେଲ3 ପୁଣି ଅମତ୍ସୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ଆପଣା ପୂର୍ବପୁରୁଷ ଦାଉଦଙ୍କ ପରି ନୁହେଁ; ସେ ଆପଣା ପିତା ଯୋୟାଶ୍ଙ୍କର କୃତ ସମସ୍ତ କର୍ମାନୁସାରେ କର୍ମ କଲେ। Viz kapitolaପବିତ୍ର ବାଇବଲ3 ପୁଣି ଅମତ୍ସିୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ। ମାତ୍ର ସେ ତାଙ୍କ ପୂର୍ବପୁରୁଷ ଦାଉଦଙ୍କ ପରି ସମ୍ପୂର୍ଣ୍ଣ ଭାବରେ ପରମେଶ୍ୱରଙ୍କ ଅନୁଗାମୀ ହେଲେ ନାହିଁ। ସେ ନିଜର ପିତା ଯୋୟାଶଙ୍କର କୃତ କର୍ମାନୁସାରେ କର୍ମ କଲେ। Viz kapitola |