Online Bible

- Reklamy -




2 ରାଜାବଳୀ 14:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଅଦ୍ୟାପି ଅଛି।

Viz kapitola kopírovat

ଓଡିଆ ବାଇବେଲ

7 ସେ ଲବଣ ଉପତ୍ୟକାରେ ଇଦୋମର ଦଶ ସହସ୍ର ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ହସ୍ତଗତ କରି ତହିଁର ନାମ ଯକ୍ତେଲ ରଖିଲେ; ତାହା ଆଜି ପର୍ଯ୍ୟନ୍ତ ଅଛି।

Viz kapitola kopírovat

ପବିତ୍ର ବାଇବଲ

7 ଅମ‌ତ୍‌ସିୟ ଲବଣ ଉପତ୍ୟକାରେ 10,000 ଇଦୋମ ଲୋକଙ୍କୁ ବଧ କଲେ ଓ ଯୁଦ୍ଧରେ ସେଲା ନଗର ଅଧିକାର କରି ତାହାର ନାମ “ଯକ୍ତେଲ” ରଖିଲେ। ତାହା ଆଜି ମଧ୍ୟ “ଯକ୍ତେଲ” ନାମରେ ପରିଚିତ।

Viz kapitola kopírovat




2 ରାଜାବଳୀ 14:7

Následuj nás:

Reklamy


Reklamy