Online Bible

- Reklamy -




2 ରାଜାବଳୀ 15:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ୱ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଯିହୁଦାର ରାଜା ଉଷୀୟଙ୍କର ଅଧିକାରର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍ ରାଜ୍ୟ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

13 ଯିହୁଦାର ରାଜା ଉଷୀୟଙ୍କ ରାଜତ୍ଵର ଅଣଚାଳିଶ ବର୍ଷରେ ଯାବେଶଙ୍କର ପୁତ୍ର ଶଲ୍ଲୁମ୍‍ ରାଜତ୍ଵ କରିବାକୁ ଆରମ୍ଭ କଲେ; ଆଉ ସେ ଶମରୀୟାରେ ଏକ ମାସ କାଳ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

13 ଯିହୁଦାରେ ଉଷିୟଙ୍କ ରାଜତ୍ୱର ଅଣଗ୍ଭଳିଶ ବର୍ଷରେ ଯାବେଶଙ୍କ ପୁତ୍ର ଶଲ୍ଲୁମ ଇସ୍ରାଏଲରେ ରାଜା ହେଲେ। ସେ ଶମରିୟାରେ ଏକ ମାସ ପାଇଁ ଶାସନ କଲେ।

Viz kapitola kopírovat




2 ରାଜାବଳୀ 15:13

Následuj nás:

Reklamy


Reklamy