2 ରାଜାବଳୀ 15:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ମନହେମ୍ ତିର୍ସାଠାରୁ, ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏଥିଉତ୍ତାରେ ମନହେମ୍ ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିର୍ସାଠାରୁ ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ; ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ। Viz kapitolaଓଡିଆ ବାଇବେଲ16 ଏଥିଉତ୍ତାରେ ମନହେମ୍ ତିର୍ସାଠାରୁ, ତିପ୍ସହ ଓ ତନ୍ମଧ୍ୟବର୍ତ୍ତୀ ସମସ୍ତଙ୍କୁ, ପୁଣି ତିପ୍ସହର ସମସ୍ତ ଅଞ୍ଚଳକୁ ଆଘାତ କଲେ। ଲୋକମାନେ ତାଙ୍କ ପାଇଁ ନଗର ମୁକ୍ତ ନ କରିବାରୁ ସେ ତାହା ଆଘାତ କଲେ; ପୁଣି ତନ୍ମଧ୍ୟବର୍ତ୍ତିନୀ ଗର୍ଭବତୀ ସ୍ତ୍ରୀ ସମସ୍ତଙ୍କର ଉଦର ବିଦୀର୍ଣ୍ଣ କଲେ। Viz kapitolaପବିତ୍ର ବାଇବଲ16 ଶଲ୍ଲୁମଙ୍କ ମୃତ୍ୟୁ ପରେ ମନହେମ୍ ତିର୍ସାଠାରୁ, ତିପ୍ସହର ସମସ୍ତ ଅଞ୍ଚଳକୁ ଲୋକମାନେ ଆକ୍ରମଣ କଲେ, କାରଣ ସେମାନେ ନଗରର ଫାଟକସବୁ ତାଙ୍କ ପାଇଁ ଖୋଲିବାକୁ ଅମାନ୍ୟ କଲେ। ସେ ନଗରର ସମସ୍ତ ଗର୍ଭବତୀ ନାରୀଙ୍କର ଉଦର ବିଦୀର୍ଣ୍ଣ କଲେ। Viz kapitola |