Online Bible

- Reklamy -




2 ରାଜାବଳୀ 15:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

18 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସମସ୍ତ ପାପରୁ ସେ ଆପଣାର ଯାବଜ୍ଜୀବନ ବିମୁଖ ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

18 ପୁଣି ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହାସବୁ ପାପ ଓ ଘୃଣ୍ୟ, ସେସବୁ କର୍ମ କରି ଗ୍ଭଲିଲେ। ସେ କେବେହେଲେ ପାପ କରିବାରୁ କ୍ଷାନ୍ତ ହେଲେ ନାହିଁ, ଯେଉଁସବୁ ପାପ ଯାରବିୟାମ ଇସ୍ରାଏଲୀୟମାନଙ୍କୁ କରାଇଥିଲେ।

Viz kapitola kopírovat




2 ରାଜାବଳୀ 15:18

Následuj nás:

Reklamy


Reklamy