2 ରାଜାବଳୀ 15:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଅଶୂରର ରାଜା ପୂଲ୍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅଶୂରର ରାଜା ପୂଲ୍ ଦେଶର ପ୍ରତିକୂଳରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳ; ରୂପା ଦେଲେ। Viz kapitolaଓଡିଆ ବାଇବେଲ19 ଅଶୂରର ରାଜା ପୂଲ୍ ଦେଶର ବିରୁଦ୍ଧରେ ଆସନ୍ତେ, ମନହେମ୍ ଆପଣା ହସ୍ତରେ ରାଜ୍ୟ ଦୃଢ଼ କରିବା ପାଇଁ ଯେପରି ପୂଲ୍ର ହସ୍ତ ତାଙ୍କର ସହାୟ ହେବ, ଏଥିପାଇଁ ସେ ତାହାକୁ ଏକ ସହସ୍ର ତାଳନ୍ତ ରୂପା ଦେଲେ। Viz kapitolaପବିତ୍ର ବାଇବଲ19 ଅଶୂରର ରାଜା ପୂଲ୍ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିବାରୁ ମନହେମ୍ ତାଙ୍କର ସମର୍ଥନ ପାଇବା ପାଇଁ ତାଙ୍କୁ 1,000 ତାଳନ୍ତ ରୂପା ଦେଲେ। କାରଣ ପୂଲ୍ ତାଙ୍କ ରାଜ୍ୟ ସୁଦୃଢ଼ କରିବାକୁ ତାଙ୍କୁ ସାହାଯ୍ୟ କରିବେ। Viz kapitola |