2 ରାଜାବଳୀ 15:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ସବୁ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ୍ ଯଦ୍ଦ୍ଵାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହିସବୁ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitolaଓଡିଆ ବାଇବେଲ28 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହିସବୁ ପାପରୁ ସେ ବିମୁଖ ହେଲେ ନାହିଁ। Viz kapitolaପବିତ୍ର ବାଇବଲ28 ପେକହ ମଧ୍ୟ ସଦାପ୍ରଭୁଙ୍କ ଦୃଷ୍ଟିରେ ପାପ କଲେ। ସେ ପାପ କରିବାକୁ କ୍ଷାନ୍ତ ହେଲେ ନାହିଁ। ଆଉ ସେ ମଧ୍ୟ ନବାଟଙ୍କ ପୁତ୍ର ଯାରବିୟାମ ପରି ଇସ୍ରାଏଲୀୟମାନଙ୍କୁ ପାପ କରାଇଲେ। Viz kapitola |