2 ରାଜାବଳୀ 15:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ଏଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରା; କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍ଙ୍କର ଅଧିକାରର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ30 ଏଥିଉତ୍ତାରେ ଏଲାଙ୍କର ପୁତ୍ର ହୋଶେୟ ରମଲୀୟଙ୍କର ପୁତ୍ର ପେକହଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ, ପୁଣି ଉଷୀୟଙ୍କର ପୁତ୍ର ଯୋଥମ୍ଙ୍କ ରାଜତ୍ଵର କୋଡ଼ିଏ ବର୍ଷରେ ସେ ପେକହଙ୍କ ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ30 ଏହା ପରେ ଏଲାଙ୍କର ପୁତ୍ର ହୋଶେୟ ରମଲିୟଙ୍କର ପୁତ୍ର ପେକହଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ। ପୁଣି ଯିହୁଦା ଉପରେ ଉଷିୟଙ୍କର ପୁତ୍ର ଯୋଥମଙ୍କର ରାଜତ୍ୱର କୋଡ଼ିଏ ବର୍ଷରେ ତାଙ୍କର ପଦରେ ରାଜ୍ୟ କଲେ। Viz kapitola |