2 ରାଜାବଳୀ 15:38 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT38 ଏଥିଉତ୍ତାରେ ଯୋଥମ୍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)38 ଅନନ୍ତର ଯୋଥମ୍ ଆପଣା ପିତୃଗଣ ସହିତ ଶୟନ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସଙ୍ଗ କବର ପାଇଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ38 ଏଥିଉତ୍ତାରେ ଯୋଥମ୍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବର ପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ38 ଅନନ୍ତର ଯୋଥମଙ୍କର ମୃତ୍ୟୁ ହେଲା ଓ ସେ ତାଙ୍କ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରରେ କବର ନେଲେ। ତାଙ୍କର ପୁତ୍ର ଆହସ ତାଙ୍କ ପଦରେ ରାଜ୍ୟ କଲେ। Viz kapitola |