Online Bible

- Reklamy -




2 ରାଜାବଳୀ 15:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଅନନ୍ତର ଅସରୀୟ ଆପଣା ପିତୃଗଣ ସହିତ ଶୟନ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ-ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ଓଡିଆ ବାଇବେଲ

7 ଏଥିଉତ୍ତାରେ ଅସରୀୟ ମୃତ୍ୟୁବରଣ କଲେ; ତହିଁରେ ଲୋକମାନେ ତାଙ୍କୁ ଦାଉଦ ନଗରରେ ତାଙ୍କର ପିତୃଗଣ ସହିତ କବର ଦେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ତାଙ୍କର ପଦରେ ରାଜ୍ୟ କଲେ।

Viz kapitola kopírovat

ପବିତ୍ର ବାଇବଲ

7 ଅସରିୟଙ୍କର ମୃତ୍ୟୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗରରେ କବର ପାଇଲେ। ଅସରିୟଙ୍କର ମୃତ୍ୟୁପରେ, ଯୋଥମ୍ ଅସରିୟଙ୍କ ପୁତ୍ର ନୂତନ ରାଜା ରୂପେ ପରିଚିତ ହେଲେ।

Viz kapitola kopírovat




2 ରାଜାବଳୀ 15:7

Následuj nás:

Reklamy


Reklamy