2 ରାଜାବଳୀ 15:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶି ବର୍ଷରେ ଯାରବୀୟାମଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ଯିହୁଦାର ରାଜା ଅସରୀୟଙ୍କର ଅଧିକାରର ଅଠତିରିଶ ବର୍ଷରେ ଯାରବୀୟାମ୍ଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ8 ଯିହୁଦାର ରାଜା ଅସରୀୟଙ୍କ ରାଜତ୍ଵର ଅଠତିରିଶ ବର୍ଷରେ ଯାରବୀୟାମ୍ଙ୍କ ପୁତ୍ର ଜିଖରୀୟ ଶମରୀୟାରେ ଇସ୍ରାଏଲ ଉପରେ ଛଅ ମାସ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ8 ଯିହୁଦାରେ ଅସରିୟଙ୍କର ରାଜତ୍ୱର ଅଠତିରିଶ୍ ବର୍ଷରେ ଯାରବିୟାମଙ୍କ ପୁତ୍ର ଜିଖରିୟ ଶମରିୟାରେ ଇସ୍ରାଏଲ ଉପରେ ଛଅ ମାସ ଶାସନ କଲେ। Viz kapitola |