Online Bible

- Reklamy -




2 ରାଜାବଳୀ 16:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ-ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ପ୍ରକ୍ଷେପ କଲେ।

Viz kapitola kopírovat

ଓଡିଆ ବାଇବେଲ

13 ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଦଗ୍ଧ କରି ଓ ଆପଣା ପେୟ ନୈବେଦ୍ୟ ଢାଳି ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିଲେ।

Viz kapitola kopírovat

ପବିତ୍ର ବାଇବଲ

13 ପୁଣି ସେ ସେହି ଯଜ୍ଞବେଦି ଉପରେ ଆପଣା ହୋମବଳି ଭକ୍ଷ୍ୟ ନୈବେଦ୍ୟ ଦ‌ଗ୍‌ଧ କରି, ଆପଣା ପେୟନୈବେଦ୍ୟ ଢାଳି ଓ ଆପଣା ମଙ୍ଗଳାର୍ଥକ ବଳିର ରକ୍ତ ଯଜ୍ଞବେଦି ଉପରେ ଛିଞ୍ଚିଲେ।

Viz kapitola kopírovat




2 ରାଜାବଳୀ 16:13

Následuj nás:

Reklamy


Reklamy