Online Bible

- Reklamy -




2 ରାଜାବଳୀ 16:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆହୁରି ଆହସ୍‌ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଆହୁରି ଆହସ୍ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ-ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ-ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ପ୍ରକ୍ଷେପ କର; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋʼ ପାଇଁ ରହିବ।

Viz kapitola kopírovat

ଓଡିଆ ବାଇବେଲ

15 ଆହୁରି ଆହସ୍‌ ରାଜା ଊରୀୟ ଯାଜକକୁ ଆଜ୍ଞା ଦେଇ କହିଲେ, “ପ୍ରଭାତୀୟ ହୋମବଳି ଓ ସାୟଂକାଳୀନ ଭକ୍ଷ୍ୟ ନୈବେଦ୍ୟ ଓ ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ପୁଣି ଦେଶସ୍ଥ ସମଗ୍ର ଲୋକଙ୍କ ହୋମବଳି ଓ ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟ ନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ଦଗ୍ଧ କର ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ବଳିଦାନର ସବୁ ରକ୍ତ ଛିଞ୍ଚି ଦିଅ; ମାତ୍ର ପ୍ରଶ୍ନକରଣାର୍ଥେ ପିତ୍ତଳ ଯଜ୍ଞବେଦି ମୋ’ ପାଇଁ ରହିବ।”

Viz kapitola kopírovat

ପବିତ୍ର ବାଇବଲ

15 ରାଜା ଆହସ୍ ଉରିୟ ଯାଜକଙ୍କୁ ଆଦେଶ ଦେଲେ, “ପ୍ରଭାତ କାଳୀନ ହୋମବଳି, ସନ୍ଧ୍ୟାକାଳୀନ ଭକ୍ଷ୍ୟନୈବେଦ୍ୟ, ରାଜାଙ୍କର ହୋମବଳି ଓ ତାଙ୍କର ଭକ୍ଷ୍ୟ ନୈବେଦ୍ୟ, ଲୋକଙ୍କ ହୋମବଳି, ସେମାନଙ୍କର ଭକ୍ଷ୍ୟ ନୈବେଦ୍ୟ ଓ ପେୟନୈବେଦ୍ୟ ବଡ଼ ଯଜ୍ଞବେଦି ଉପରେ ତୁମ୍ଭେ ଦ‌ଗ୍‌ଧ କରିବା ଉଚିତ୍ ଓ ତହିଁ ଉପରେ ହୋମବଳିର ସବୁ ରକ୍ତ ଓ ଅନ୍ୟ ନୈବେଦ୍ୟ ବୃହତ୍ ଯଜ୍ଞବେଦି ଉପରେ ଛିଞ୍ଚ। କିନ୍ତୁ ମୁଁ ପରମେଶ୍ୱରଙ୍କଠାରୁ ଉତ୍ତର ପାଇବାକୁ ପିତ୍ତଳ ଯଜ୍ଞବେଦି ବ୍ୟବହାର କରିବି”

Viz kapitola kopírovat




2 ରାଜାବଳୀ 16:15

Následuj nás:

Reklamy


Reklamy