Online Bible

- Reklamy -




2 ରାଜାବଳୀ 16:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି ଆହସ୍‌ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନ-ପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ରରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଆହସ୍ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ର-ରୂପପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେସବୁର ଉପରୁ ତାହା ନେଇ ପଥରଚଟାଣ ଉପରେ ରଖିଲେ।

Viz kapitola kopírovat

ଓଡିଆ ବାଇବେଲ

17 ପୁଣି ଆହସ୍‌ ରାଜା ବୈଠିକିମାନର ମଧ୍ୟଦେଶ କାଟି ତହିଁରୁ ପ୍ରକ୍ଷାଳନପାତ୍ର ସ୍ଥାନାନ୍ତର କଲେ; ଆଉ ସମୁଦ୍ର ରୂପ ପାତ୍ର ତଳେ ଯେଉଁ ଯେଉଁ ପିତ୍ତଳମୟ ଗୋରୁ ଥିଲା, ସେ ସବୁର ଉପରୁ ତାହା ନେଇ ପଥର ଚଟାଣ ଉପରେ ରଖିଲେ।

Viz kapitola kopírovat

ପବିତ୍ର ବାଇବଲ

17 ପୁଣି ଆହାସ୍ ରାଜା ବୈଠିକିଗୁଡ଼ିକ କାଟି ପ୍ରକ୍ଷାଳନ ପାତ୍ର ଓ କବାଟ ଫଳକ ଅଲଗା କଲେ। ଆଉ ବଡ଼ ଟ୍ୟାଙ୍କ୍ ତଳେ ଯେଉଁ ପିତ୍ତଳ ନିର୍ମିତ ଷଣ୍ଢ ଥିଲା, ସେସବୁର ଉପରୁ ତାକୁ ନେଇ ଏକ ପ୍ରସ୍ତର ଚଟାଣ ଉପରେ ରଖିଲେ।

Viz kapitola kopírovat




2 ରାଜାବଳୀ 16:17

Následuj nás:

Reklamy


Reklamy