2 ରାଜାବଳୀ 16:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ସେମାନେ ବିଶ୍ରାମବାର ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ସେମାନେ ବିଶ୍ରାମଦିନ ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବହିର୍ଦ୍ଵାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ। Viz kapitolaଓଡିଆ ବାଇବେଲ18 ଆଉ ସେମାନେ ବିଶ୍ରାମଦିନ ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ଯେଉଁ ବର୍ହିଦ୍ୱାର କରିଥିଲେ, ତାହା ସେ ଅଶୂରର ରାଜାର ଭୟରେ ସଦାପ୍ରଭୁଙ୍କ ମନ୍ଦିର ଆଡ଼କୁ ଫେରାଇଲେ। Viz kapitolaପବିତ୍ର ବାଇବଲ18 ଆଉ ବିଶ୍ରାମ ସଭା ନିମନ୍ତେ ମନ୍ଦିର ମଧ୍ୟରେ ଯେଉଁ ଆବୃତ ପଥ ଓ ରାଜାଙ୍କର ପ୍ରବେଶାର୍ଥେ ବର୍ହିଦ୍ୱାର କରିଥିଲେ ତାହା ସେ ଅଶୂରର ରାଜାଙ୍କ ଲାଗି ସଦାପ୍ରଭୁଙ୍କ ମନ୍ଦିରରୁ ନେଇଗଲେ। Viz kapitola |