2 ରାଜାବଳୀ 16:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଏଥିଉତ୍ତାରେ ଆହସ୍ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅନନ୍ତର ଆହସ୍ ଆପଣା ପିତୃଲୋକଙ୍କ ସହିତ ଶୟନ କଲେ ଓ ଦାଉଦ-ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ; ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaଓଡିଆ ବାଇବେଲ20 ଏଥିଉତ୍ତାରେ ଆହସ୍ ମୃତ୍ୟୁବରଣ କଲେ ଓ ଦାଉଦ ନଗରରେ ଆପଣା ପିତୃଲୋକଙ୍କ ସହିତ କବର ପାଇଲେ। ତହୁଁ ତାଙ୍କର ପୁତ୍ର ହିଜକୀୟ ତାଙ୍କର ପଦରେ ରାଜ୍ୟ କଲେ। Viz kapitolaପବିତ୍ର ବାଇବଲ20 ଆହାସଙ୍କର ମୃତ୍ୟୁ ହେଲା ଓ ସେ ନିଜ ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରରେ କବର ନେଲେ। ତାଙ୍କ ପଦରେ ତାଙ୍କର ପୁତ୍ର ହିଜକିୟ ଶାସନ କଲେ। Viz kapitola |