2 ରାଜାବଳୀ 16:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖଠାରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ। Viz kapitolaଓଡିଆ ବାଇବେଲ3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ। Viz kapitolaପବିତ୍ର ବାଇବଲ3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପରି ବସବାସ କଲେ। ଜଘନ୍ୟ ପାପ ପ୍ରଥା ଅନୁସାରେ ସେ ତାଙ୍କର ପୁତ୍ରକୁ ଅଗ୍ନିରେ ବଳିଦାନ କଲେ। ଯାହା ଜାତିମାନଙ୍କ ଦ୍ୱାରା ଅନୁକରଣ ହୋଇଥିଲା, ତେଣୁ ସଦାପ୍ରଭୁ ଭୂମିରୁ ସେମାନଙ୍କୁ ଜୋର୍ କରି ତଡ଼ି ଦେଲେ, ଯେତେବେଳେ ଇସ୍ରାଏଲମାନେ ଆସିଲେ। Viz kapitola |