Online Bible

- Reklamy -




2 ରାଜାବଳୀ 16:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍‍ ନଗରକୁ ନେଇଗଲା ଓ ରତ୍ସୀନକୁ ବଧ କଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରିତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍ ନଗରକୁ ନେଇଗଲା ଓ ରତ୍ସୀନ୍କୁ ବଧ କଲା।

Viz kapitola kopírovat

ଓଡିଆ ବାଇବେଲ

9 ତହିଁରେ ଅଶୂରର ରାଜା ତାଙ୍କର କଥାରେ ମନୋଯୋଗ କଲା; ପୁଣି ଅଶୂରର ରାଜା ଦମ୍ମେଶକ ବିରୁଦ୍ଧରେ ଯାଇ ତାହା ହସ୍ତଗତ କରି ତହିଁର ଲୋକମାନଙ୍କୁ ବନ୍ଦୀ କରି କୀର୍‍ ନଗରକୁ ନେଇଗଲା ଓ ରତ୍‍ସୀନକୁ ବଧ କଲା।

Viz kapitola kopírovat

ପବିତ୍ର ବାଇବଲ

9 ଏଥିରେ ଅଶୂରର ରାଜା ଆହାସଙ୍କୁ ସାହାଯ୍ୟ କରିବାକୁ ରାଜି ହେଲେ ଓ ସେ ଆକ୍ରମଣ କଲେ। ଦମ୍ମେଶକ ଅଧିକାର କଲେ ଓ ସେଠିକାର ଲୋକମାନଙ୍କୁ ବନ୍ଦୀ କରି କୀର ନଗରକୁ ନେଇଗଲେ। ଆଉ ସେ ର‌ତ୍‌ସୀ‌ନଙ୍କୁ ବଧ କଲେ।

Viz kapitola kopírovat




2 ରାଜାବଳୀ 16:9

Následuj nás:

Reklamy


Reklamy