2 ରାଜାବଳୀ 17:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।” Viz kapitolaପବିତ୍ର ବାଇବଲ (Re-edited) - (BSI)13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ଵାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣର ହସ୍ତ ଦ୍ଵାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର। Viz kapitolaଓଡିଆ ବାଇବେଲ13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦର୍ଶକ ଦ୍ୱାରା ଇସ୍ରାଏଲ ପ୍ରତି ଓ ଯିହୁଦା ପ୍ରତି ସାକ୍ଷ୍ୟ ଦେଇ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ କୁପଥରୁ ଫେର, ଆଉ ଆମ୍ଭେ ତୁମ୍ଭମାନଙ୍କ ପିତୃଲୋକଙ୍କୁ ଯେସମସ୍ତ ବ୍ୟବସ୍ଥା ଆଜ୍ଞା କରିଅଛୁ ଓ ଯାହା ଆପଣା ଦାସ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତ ଦ୍ୱାରା ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ଆମ୍ଭର ଆଜ୍ଞା ଓ ବିଧିସବୁ ପାଳନ କର।” Viz kapitolaପବିତ୍ର ବାଇବଲ13 ତଥାପି ସଦାପ୍ରଭୁ ପ୍ରତ୍ୟେକ ଭବିଷ୍ୟଦ୍ବକ୍ତା ଓ ପ୍ରତ୍ୟେକ ଦୃଷ୍ଟିକାରୀଙ୍କୁ ଇସ୍ରାଏଲ ଓ ଯିହୁଦାର ପ୍ରତି ଚେତାବନୀ ଦେଇ କହିଲେ, “ତୁମ୍ଭେମାନେ ତୁମ୍ଭମାନଙ୍କର କୁକାର୍ଯ୍ୟରୁ ବିରତ ହୁଅ, ଆଉ ମୁଁ ତୁମ୍ଭମାନଙ୍କ ପିତୃଲୋକଙ୍କ ପାଇଁ ଯେଉଁ ଆଦେଶ କଲି ଓ ଯାହାସବୁ ମୋର ସେବକ ଭବିଷ୍ୟଦ୍ବକ୍ତାଗଣଙ୍କ ହସ୍ତରେ ତୁମ୍ଭମାନଙ୍କ ନିକଟକୁ ପଠାଇଅଛୁ, ତଦନୁସାରେ ମୋର ବ୍ୟବସ୍ଥା ଓ ବିଧି ସବୁ ପାଳନ କର।” Viz kapitola |