2 ରାଜାବଳୀ 17:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କଠାରେ ବିଶ୍ଵାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ। Viz kapitolaଓଡିଆ ବାଇବେଲ14 ତଥାପି ସେମାନେ ଶୁଣିବାକୁ ସମ୍ମତ ହେଲେ ନାହିଁ, ମାତ୍ର ସେମାନଙ୍କର ଯେଉଁ ପିତୃଲୋକମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କଠାରେ ବିଶ୍ୱାସ କଲେ ନାହିଁ, ସେମାନଙ୍କ ଗ୍ରୀବା ତୁଲ୍ୟ ଆପଣାମାନଙ୍କ ଗ୍ରୀବା ଶକ୍ତ କଲେ। Viz kapitolaପବିତ୍ର ବାଇବଲ14 ମାତ୍ର ସେମାନେ ଶୁଣିଲେ ନାହିଁ। ସେମାନେ ସେମାନଙ୍କ ପୂର୍ବପୁରୁଷମାନଙ୍କ ପରି ଅବାଧ୍ୟ ହେଲେ। ସେମାନଙ୍କର ପୂର୍ବପୁରୁଷଗଣ ସଦାପ୍ରଭୁ ଯେ ସେମାନଙ୍କର ପରମେଶ୍ୱର ଏହା ବିଶ୍ୱାସ କଲେ ନାହିଁ। Viz kapitola |