Online Bible

- Reklamy -




2 ରାଜାବଳୀ 17:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ଵରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତୀ ନିର୍ମାଣ କଲେ, ଆଉ ଆକାଶୀୟ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍ର ସେବା କଲେ।

Viz kapitola kopírovat

ଓଡିଆ ବାଇବେଲ

16 ପୁଣି ସେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କର ସକଳ ଆଜ୍ଞା ତ୍ୟାଗ କଲେ ଓ ଆପଣାମାନଙ୍କ ନିମନ୍ତେ ଛାଞ୍ଚରେ ଢଳା ପ୍ରତିମା, ଅର୍ଥାତ୍‍, ଦୁଇ ଗୋବତ୍ସ ଓ ଆଶେରାମୂର୍ତ୍ତି ନିର୍ମାଣ କଲେ, ଆଉ ଆକାଶସ୍ଥ ବାହିନୀ ସକଳକୁ ପ୍ରଣାମ କଲେ ଓ ବାଲ୍‍ର ସେବା କଲେ।

Viz kapitola kopírovat

ପବିତ୍ର ବାଇବଲ

16 ପୁଣି ସେମାନେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱରଙ୍କ ଆଜ୍ଞା ତ୍ୟାଗ କଲେ। ସେମାନେ ସୁବର୍ଣ୍ଣର ଦୁଇ ଗୋବତ୍ସ ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ। ସେମାନେ ଆକାଶର ତାରାଗଣଙ୍କୁ ପୂଜା କଲେ ଓ ବା‌ଲ୍‌‌‌ର ସେବା କଲେ।

Viz kapitola kopírovat




2 ରାଜାବଳୀ 17:16

Následuj nás:

Reklamy


Reklamy