2 ରାଜାବଳୀ 17:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ-ରାଜାମାନଙ୍କ ତୁଲ୍ୟ ନୁହେଁ। Viz kapitolaଓଡିଆ ବାଇବେଲ2 ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ, ମାତ୍ର ଆପଣା ପୂର୍ବବର୍ତ୍ତୀ ଇସ୍ରାଏଲ ରାଜାମାନଙ୍କ ତୁଲ୍ୟ ନୁହେଁ। Viz kapitolaପବିତ୍ର ବାଇବଲ2 ହୋଶେୟ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ। ମାତ୍ର ତାଙ୍କ ପୂର୍ବରୁ ଶାସନ କରୁଥିବା ଇସ୍ରାଏଲ ରାଜାମାନଙ୍କ ପରି ସେ ଖରାପ ନ ଥିଲେ। Viz kapitola |