Online Bible

- Reklamy -




2 ରାଜାବଳୀ 17:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

21 କାରଣ ସେ ଦାଉଦ-ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମ୍ଙ୍କୁ ରାଜା କଲେ ଓ ଯାରବୀୟାମ୍ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।

Viz kapitola kopírovat

ଓଡିଆ ବାଇବେଲ

21 କାରଣ ସେ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ; ଆଉ ସେମାନେ ନବାଟର ପୁତ୍ର ଯାରବୀୟାମଙ୍କୁ ରାଜା କଲେ ଓ ଯାରବୀୟାମ ଇସ୍ରାଏଲକୁ ସଦାପ୍ରଭୁଙ୍କ ଅନୁଗମନରୁ ତଡ଼ିଦେଇ ସେମାନଙ୍କୁ ଏକ ମହାପାପ କରାଇଲେ।

Viz kapitola kopírovat

ପବିତ୍ର ବାଇବଲ

21 ପୁଣି ସଦାପ୍ରଭୁ ଦାଉଦ ବଂଶରୁ ଇସ୍ରାଏଲକୁ ଛିନ୍ନ କଲେ। ଆଉ ସେମାନେ ନବାଟର ପୁତ୍ର ଯାରବିୟାମଙ୍କୁ ସେମାନଙ୍କର ରାଜା କଲେ। ଯାରବିୟାମ ଇସ୍ରାଏଲୀୟମାନଙ୍କୁ ସଦାପ୍ରଭୁଙ୍କର ଅନୁଗାମୀ ହେବାକୁ ନିବୃତ୍ତ କଲେ ଓ ସେମାନଙ୍କୁ ମହାପାପ କରାଇଲେ।

Viz kapitola kopírovat




2 ରାଜାବଳୀ 17:21

Následuj nás:

Reklamy


Reklamy