Online Bible

- Reklamy -




2 ରାଜାବଳୀ 17:32 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ ସବୁର ଯାଜକମାନଙ୍କୁ ମଧ୍ୟ ନିଯୁକ୍ତ କଲେ। ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ-ସବୁର ଯାଜକମାନଙ୍କୁ ନିଯୁକ୍ତ କଲେ; ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ।

Viz kapitola kopírovat

ଓଡିଆ ବାଇବେଲ

32 ଏହିରୂପେ ସେମାନେ ସଦାପ୍ରଭୁଙ୍କୁ ମଧ୍ୟ ଭୟ କଲେ ଏବଂ ଆପଣାମାନଙ୍କ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଉଚ୍ଚସ୍ଥଳୀ ସବୁର ଯାଜକମାନଙ୍କୁ ମଧ୍ୟ ନିଯୁକ୍ତ କଲେ। ସେମାନେ ସେମାନଙ୍କ ନିମନ୍ତେ ଉଚ୍ଚସ୍ଥଳୀର ଗୃହସବୁରେ ବଳିଦାନ କଲେ।

Viz kapitola kopírovat

ପବିତ୍ର ବାଇବଲ

32 ସେମାନେ ମଧ୍ୟ ସଦାପ୍ରଭୁଙ୍କୁ ଉପାସନା କଲେ। ସେମାନେ ଉଚ୍ଚସ୍ଥଳୀରେ ଯାଜକଗଣଙ୍କୁ ନିଯୁକ୍ତ କଲେ। ସେମାନେ ସେମାନଙ୍କୁ ଲୋକମାନଙ୍କ ମଧ୍ୟରୁ ବାଛିଲେ। ଏହି ଯାଜକମାନେ ସେହି ଉଚ୍ଚସ୍ଥଳୀରେ ମନ୍ଦିରସବୁରେ ପଶୁଗୁଡ଼ିକ ବଳିଦାନ କଲେ।

Viz kapitola kopírovat




2 ରାଜାବଳୀ 17:32

Následuj nás:

Reklamy


Reklamy