Online Bible

- Reklamy -




2 ରାଜାବଳୀ 17:37 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି ଓ ଶାସନ ଓ ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ଅନ୍ୟ ଦେବଗଣକୁ ଭୟ କରିବ ନାହିଁ;

Viz kapitola kopírovat

ଓଡିଆ ବାଇବେଲ

37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେ ଯେ ବିଧି, ଶାସନ, ବ୍ୟବସ୍ଥା ଓ ଆଜ୍ଞା ଲେଖିଅଛନ୍ତି, ତୁମ୍ଭେମାନେ ସଦାକାଳ ତାହା ପାଳନ କରିବାକୁ ମନୋଯୋଗ କରିବ; ଆଉ ତୁମ୍ଭେମାନେ ବିଦେଶୀୟ ଦେବତାଗଣକୁ ଭୟ କରିବ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

37 ପୁଣି ସେ ତୁମ୍ଭମାନଙ୍କ ପାଇଁ ଯେଉଁ ଯେଉଁ ବିଧି, ଶାସନବ୍ୟବସ୍ଥା ଓ ଶିକ୍ଷାସମୂହ ଲେଖି ଅଛନ୍ତି। ତୁମ୍ଭେମାନେ ତାହା ସଦାକାଳ ପାଳନ କରିବାକୁ ମନୋଯୋଗ କରିବ। ଆଉ ଅନ୍ୟ ଦେବଗଣଙ୍କୁ ତୁମ୍ଭେମାନେ ଭୟ କରିବ ନାହିଁ।

Viz kapitola kopírovat




2 ରାଜାବଳୀ 17:37

Následuj nás:

Reklamy


Reklamy